ସାଂସଦ ଅନୁଭବଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଆଜି ହୋଇପାରେ ଶୁଣାଣି

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଆଜି ହୋଇପାରେ ଶୁଣାଣି। ପତ୍ନୀ ବର୍ଷା ପ୍ରିୟଦର୍ଶନୀ ଦାଖଲ କରିଥିବା ପିଟିନସର ଶୁଣାଣି କରିପାରନ୍ତି କଟକ SDJMଙ୍କ କୋର୍ଟ। ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ କରି କୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି ବର୍ଷା।

ଅନୁଭବଙ୍କ ବିରୋଧରେ ବର୍ଷା ଏହିସବୁ ଅଭିଯୋଗ ଆଣିଛନ୍ତି…

  • ଅନୁଭବ ଜଣେ ଅଭ୍ୟାସଗତ ମଦ୍ୟପ। ମଦ ପିଇଲା ପରେ ସେ ସବୁ ହିତାହିତ ଜ୍ଞାନ ଭୁଲି ଯାଆନ୍ତି ବୋଲି ବର୍ଷା ଅଭିଯୋଗ କରିଛନ୍ତି।
  • ମଦ୍ୟପ ସାଥୀଙ୍କ ସହ ନିଜ ଶୋଇବା ଘରେ ବର୍ଷାଙ୍କ ଉପସ୍ଥିତିରେ ଅନୁଭବ ମଦ ପିଅନ୍ତି। ଏହାକୁ ବିରୋଧ କଲେ ହାତରେ ଓ ବାଡ଼ିରେ ପିଟନ୍ତି। ଏପରିକି ଗୋଇଠା ମାରନ୍ତି ବୋଲି ବର୍ଷା ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି।
  • ସନ୍ତାନସନ୍ତତି ପାଇଁ ବର୍ଷା ଚାହୁଁଥିଲେ ମଧ୍ୟ ଅନୁଭବ ଏହାକୁ ଏଡ଼ାଇ ଦେଉଥିଲେ। ଜୁନ୍ ୭ରେ ଅତ୍ୟାଚାରର ସବୁ ସୀମା ଟପି ଅନୁଭବ ଓ ତାଙ୍କ ବାପା ଖରାପ ଭାଷାରେ ୨ ଘଣ୍ଟା ଗାଳିଗୁଲଜ କରିବା ଏବଂ ଜୁନ୍ ୧୧ରେ ତାଙ୍କୁ ଛାଡ଼ପତ୍ର ପାଇଁ ବାଧ୍ୟ କରିବା, ନ ହେଲେ ପରିଣାମ ଭୋଗିବାକୁ ଧମକ ଦେଇଥିବା ବର୍ଷା ପିଟିସନ୍‌ରେ ଦର୍ଶାଇଛନ୍ତି।
  • ବିବାହ ପରେ ଏକାଧିକ ଫିଲ୍ମରେ ବର୍ଷା ଅଭିନୟ କରିବା ପରେ ବି ତାଙ୍କୁ ପାରିଶ୍ରମିକ ଦେଇ ନାହାନ୍ତି ଅନୁଭବ। ଏପରିକି ଏକାଧିକ ଝିଅଙ୍କ ସହ ଅନୁଭବଙ୍କ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ବର୍ଷା। 

ଅନ୍ୟପକ୍ଷରେ, ଅନୁଭବଙ୍କ ନାଁରେ ପାରିବାରିକ ହିଂସା ମାମଲାରେ ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଛନ୍ତି ପତ୍ନୀ ବର୍ଷା।

ପଢ଼ନ୍ତୁ: ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଲେ ବର୍ଷା, କହିଲେ-‘ବଦନାମ କରିବା ପୂର୍ବରୁ…’

 

ଆହୁରି ପଢ଼ନ୍ତୁ

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

You might also like