‘ଜବତ ଗାଡ଼ିକୁ ଖରା, ବର୍ଷାରେ ପକାଇ ନଷ୍ଟ କରନି’

କଟକ: ଅପରାଧିକ ମାମଲାରେ ଜବତ ହେଉଥିବା ଯାନବାହାନର ସୁରକ୍ଷା ପ୍ରସଙ୍ଗରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଦୀର୍ଘଦିନ ଧରି ଖରା,ବର୍ଷାରେ ଗାଡ଼ି ଗୁଡ଼ିକୁ ନ ପକାଇ ଆବଶ୍ୟକ ପଦକ୍ଷେପ ପରେ ଗାଡ଼ି ଗୁଡ଼ିକୁ ମାଲିକଙ୍କ ଜିମା ଦେବାରେ କୌଣସି ଅସୁବିଧା ନାହିଁ ବୋଲି କୋର୍ଟ କହିଛନ୍ତି।

ଅବକାରୀ ବିଭାଗ ଦ୍ୱାରା ଜବତ ଏକ ଗାଡ଼ି ଫେରାଇବା ପାଇବା ପ୍ରସଙ୍ଗକୁ ନେଇ ମାଲିକଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ଜଷ୍ଟିସ୍ ସଞ୍ଜୀବ କୁମାର ପାଣିଗ୍ରାହୀ ଏହି ରାୟ ଶୁଣାଇଛନ୍ତି।

ଜବତ ଗାଡ଼ିକୁ ଏହାର ମାଲିକଙ୍କୁ ଦେବା ପାଇଁ ଅନୁମତି ଦେବା ସହିତ ତଦନ୍ତ ସମୟରେ ଅଥବା ଅଦାଲତରେ ଆବଶ୍ୟକ ସ୍ଥଳେ ମାଲିକ ଗାଡ଼ି ହାଜର କରାଇବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like