କେନ୍ଦୁଝରରେ ଡବଲ ମର୍ଡର ; ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା
କେନ୍ଦୁଝର (ପ୍ରଣୟ ପାଣି) : କେନ୍ଦୁଝରରେ ଡବଲ ମର୍ଡର । ରାତିରେ ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। କେନ୍ଦୁଝର ଘଟଗାଁ ଥାନା ଗୋଧିରାମପଡ଼ାରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ହେଲେ ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
କେନ୍ଦୁଝର (ପ୍ରଣୟ ପାଣି) : କେନ୍ଦୁଝରରେ ଡବଲ ମର୍ଡର । ରାତିରେ ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି।
କେନ୍ଦୁଝର ଘଟଗାଁ ଥାନା ଗୋଧିରାମପଡ଼ାରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ହେଲେ ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।