କେନ୍ଦୁଝରରେ ଡବଲ ମର୍ଡର ; ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା

କେନ୍ଦୁଝର (ପ୍ରଣୟ ପାଣି) : କେନ୍ଦୁଝରରେ ଡବଲ ମର୍ଡର । ରାତିରେ ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି।

କେନ୍ଦୁଝର ଘଟଗାଁ ଥାନା ଗୋଧିରାମପଡ଼ାରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ହେଲେ ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like