‘ଡ୍ରିଙ୍କ୍ ଫ୍ରମ ଟ୍ୟାପ୍’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ଡ୍ରିଙ୍କ୍ ଫ୍ରମ ଟ୍ୟାପ୍’ ସୁଜଳ ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଭୁବନେଶ୍ୱର ଓ ପୁରୀରେ ୧୨ଟି ସ୍ଥାନରେ ଟ୍ୟାପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲୋକାର୍ପିତ ହୋଇଛି। ତେବେ ଏହି ଯୋଜନାରୁ ୧ ଲକ୍ଷ ୮୦ ହଜାରରୁ ଅଧିକ ଲୋକେ ଉପକୃତ ହେବେ ବୋଲି କୁହାଯାଉଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି  ଯୋଜନାରେ ଭୁବନେଶ୍ୱର, ପୁରୀ, ରାଉରକେଲା ଓ ବ୍ରହ୍ମପୁରରେ ୩ ଲକ୍ଷ ଗୃହକୁ ପାନୀୟ ଜଳ ମିଟର ସଂଯୋଗ କରାଯାଇଛି। ଏହାଦ୍ୱାରା ୨୨ ଲକ୍ଷ ଲୋକ ଉପକୃତ ହେବେ।  ଯୋଜନାରେ ଭୁବନେଶ୍ୱର, ଗୋପାଳପୁର, ଦିଗପହଣ୍ଡି ଓ କାଶୀନଗରରେ ଶତପ୍ରତିଶତ ଗୃହକୁ ପାନୀୟ ଜଳ ଯୋଗାଣ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like