• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ନିଲମ୍ବିତ IFS ଅଧିକାରୀ ଅଭୟକାନ୍ତ ପାଠକଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଥିବା ବେଳେ ତାଙ୍କ ଡ୍ରାଇଭର ଆଜି ଭିଜିଲାନ୍ସରେ ହାଜର ହୋଇଛନ୍ତି।

ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ଦ୍ୱାରା ଅଭୟକାନ୍ତଙ୍କ ସରକାରୀ ବାସଭବନରେ ଚଢ଼ାଉ କରାଯାଇଛି। ଅଭୟକାନ୍ତଙ୍କ ସମ୍ପତ୍ତି ନେଇ ଭିଜିଲାନ୍ସ SIT ଖୋଳତାଡ଼ କରୁଥିବା ଜଣାପଡ଼ିଛି।

କିଛି ବ୍ୟାଙ୍କ କର୍ମଚାରୀ ମଧ୍ୟ ଆଜି ଭିଜିଲାନ୍ସରେ ହାଜର ହୋଇଥିବା ସୂଚନା ମିଳିଛି। ଆର୍ଥିକ କାରବାର ନେଇ ଡ୍ରାଇଭର ଓ ବ୍ୟାଙ୍କ କର୍ମଚାରୀଙ୍କୁ ଜେରା ଚାଲିଥିବା ଜଣାପଡ଼ିଛି।

କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଅଭୟକାନ୍ତ ପାଠକଙ୍କୁ ଗିରଫ କରିଥିଲା। ତାଙ୍କ ପୁଅ ଆକାଶ ପାଠକଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଛି। ଉଭୟ ଏବେ ଝାରପଡ଼ା ଜେଲ୍‌ରେ ଅଛନ୍ତି। କୋର୍ଟରେ ଜାମିନ୍ ଆବେଦନ ଖାରଜ ହେବା ପରେ ଉଭୟଙ୍କୁ ଆସନ୍ତା ୯ ତାରିଖ ଯାଏ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ପଢ଼ନ୍ତୁ: ବିଳାସପୂର୍ଣ୍ଣ ଆବାସରୁ ଆସି ଝାରପଡ଼ା ଜେଲ୍‌ରେ ରାତି କଟାଇଲେ କୁବେର ବାପା-ପୁଅ

Driver-of-abhay-kant-pathak-before-vigilance-in-connection-with-the-financial-dealing-of-the-tainted-ifs-officer-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories