ଖୁବ୍‌ଶୀଘ୍ର ଆରମ୍ଭ ହେବ DL ଓ LL ପାଇଁ ଡ୍ରାଇଭିଂ ଟେଷ୍ଟ

ଭୁବନେଶ୍ୱର: ଖୁବ୍‌ଶୀଘ୍ର Driving Licence(DL) ଓ Learner’s Licence(LL) ପାଇଁ ଡ୍ରାଇଭିଂ ଟେଷ୍ଟ ପୁଣି ଆରମ୍ଭ ହେବ। ୨-୩ ଦିନ ଭିତରେ ଏହା ଆରମ୍ଭ ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।

ଡ୍ରାଇଭିଂ ଟେଷ୍ଟ ସମୟରେ କୋଭିଡ ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଦିନକୁ ୨୦ ଜଣଙ୍କ ଡ୍ରାଇଭିଂ ଟେଷ୍ଟ କରାଯିବ।

କରୋନା ସଂକ୍ରମଣ ଆଶଙ୍କାରେ ଗତ ମାର୍ଚ୍ଚ ମାସରୁ ଡ୍ରାଇଭିଂ ଓ Learner’s ଲାଇସେନ୍ସ ପ୍ରଦାନ ବନ୍ଦ ଥିଲା। ତେବେ ଡ୍ରାଇଭିଂ ଟେଷ୍ଟ ସହ DL, LL ପ୍ରଦାନ ବ୍ୟବସ୍ଥା ପୁଣି ଆରମ୍ଭ କରିବା ପାଇଁ ପରିବହନ କମିଶନରଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଚିିଠି ଲେଖାଯାଇଛି।

ଏବେ ଲକ୍‌ଡାଉନ୍‌, ସଟ୍‌ଡାଉନ୍‌ ପ୍ରତ୍ୟାହାର ହେବା ପରେ ଲାଇସେନ୍ସ ପ୍ରଦାନ ପ୍ରକ୍ରିୟା ମଧ୍ୟ ସ୍ୱାଭାବିକ କରିବାକୁ ଚେଷ୍ଟା କରାଯାଉଛି।

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

You might also like