ଭୁବନେଶ୍ୱରରେ ଟ୍ରାଫିକ୍‌ ଜଗିଛି ଡ୍ରୋନ୍ କ୍ୟାମେରା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଡ୍ରୋନ୍‌ କ୍ୟାମେରାରେ ଚାଲିଛି ଟ୍ରାଫିକ୍ ନିୟନ୍ତ୍ରଣ। ଯେଉଁମାନେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରୁଛନ୍ତି ସେମାନଙ୍କୁ ଆକାଶର୍ମାଗରୁ ଡ୍ରୋନ୍‌ କ୍ୟାମେରା ଠାବ କରୁଛି।

ଗତକାଲି ଗୋଟିଏ ଦିନରେ ୨୭ଟି ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିଛି ଡ୍ରୋନ୍‌ କ୍ୟାମେରା। ସମ୍ପୃକ୍ତ ଗାଡ଼ି ଚାଳକମାନଙ୍କ ନିକଟରୁ ୧୩ ହଜାର ୫ଶହ ଟଙ୍କା ଜରିମାନା ଆଦାୟ ହୋଇଛି।

ଅନ୍ୟପକ୍ଷରେ ଡ୍ରୋନ୍‌ କ୍ୟାମେରା ପରିଚାଳନା ନେଇ ଟ୍ରାଫିକ କର୍ମଚାରୀଙ୍କୁ ଅବଗତ କରାଯାଉଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like