DSPଙ୍କ ପରିବାରର ୪ କରୋନା ଆକ୍ରାନ୍ତ

କଟକ: କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୋଲିସ DSPଙ୍କ ପରିବାରର ଆଉ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। DSPଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କର ପିରବାର ସଦସ୍ୟଙ୍କ ନମୂନା ପରୀକ୍ଷା କରାଯାଇଥିଲା।

ଏଥିସହିତ ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆଉ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  DSPଙ୍କ ପରିବାର୪ ସଦସ୍ୟଙ୍କ ସହ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପଜିଟିଭ ମଧ୍ୟ ପଜିଟିଭ ଆସିଛନ୍ତି।

କଣ୍ଟାକ୍ଟ ଟ୍ରେସିଂ ପରେ ୧୨୫ ଜଣଙ୍କ ସ୍ୱାବ୍ ପରୀକ୍ଷା ପାଇଁ ଯାଇଥିଲା। ସଂଗୃହିତ ୧୨୫ ସାମ୍ପଲରୁ ୧୭ଟି ପଜିଟିଭ ମିଳିଥିବା ସୂଚନା ମିଳିଛି। ଏ ନେଇ ଆଠଗଡ଼ SDMO ବିଜୟ କୁମାର ମିଶ୍ରଙ୍କ ସୂଚନା ଦେଇଛନ୍ତି।

 

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like