ଏକାମ୍ର କ୍ଷେତ୍ରରେ ବନ୍ଦ ହେଲା ଚନ୍ଦନ ଯାତ୍ରା

ଭୁବନେଶ୍ୱର: କରୋନା ଲକଡାଉନ ପାଇଁ ମହାପ୍ରଭୁ ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଆସନ୍ତା ୨୬ରେ ହେବାକୁ ଥିବା ଚନ୍ଦନ ଯାତ୍ରା ବନ୍ଦ ପାଇଁ ଭୁବନେଶ୍ୱର ମହାନଗର ନିଗମ, ଲିଙ୍ଗରାଜ ମନ୍ଦିର ପ୍ରଶାସନ ନିଷ୍ପତ୍ତି ନେବା ପରେ ଏବେ ବିକଳ୍ପ ଚିନ୍ତା କରାଯାଉଛି। ଏନେଇ ଶ୍ରୀ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ବୈଠକ ହୋଇଯାଇଛି।

ଏଥିରେ କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବିଏମସି ଅତିରିକ୍ତ କମିଶନରଙ୍କ ସହ ୪ ନିଯୋଗ ସଂପାଦକ, ଟ୍ରଷ୍ଟବୋର୍ଡ ସଦସ୍ୟ ମନ୍ଦିର ସୁପରଭାଇଜର ଯୋଗ ଦେଇଥିଲେ।

ଚନ୍ଦନ ଯାତ୍ରା ସମୟରେ ସାଧାରଣ ଦିନ ଭଳି ନୀତିକାନ୍ତି ହେବ ବୋଲି ନିଷ୍ପତ୍ତି ହୋଇଛି। କରୋନା ଗାଇଡଲାଇନ ଯୋଗୁଁ ମନ୍ଦିର ବାହାରେ କୌଣସି କାର୍ଯ୍ୟ କରାଯିବା ଉପରେ କଟକଣା ଥିବାରୁ ଏଭଳି ନିଷ୍ପତ୍ତି ହୋଇଛି। ପ୍ରକାଶଥାଉକି, ଲକ୍‌ଡାଉନ୍‌ ଓ କରୋନା ସଂକ୍ରମଣ ଆଶଙ୍କାରେ ରୁକୁଣା ରଥଯାତ୍ରା ବନ୍ଦ ହୋଇଥିଲା।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like