କାନ୍ଥ ପଡ଼ି ୪ ବର୍ଷ ଶିଶୁର ମୃତ୍ୟୁ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ କାନ୍ଥ ପଡ଼ିଯିବାରୁ ଜଣେ ଶିଶୁର ମୃତ୍ୟୁ ହୋଇଛି। କପ୍ତିପଦାର ଡାଙ୍ଗରସାହିରେ କାନ୍ଥ ପଡ଼ି ସୋମନାଥ ସେଲେଙ୍ଗୀଙ୍କ ୪ ବର୍ଷର ପୁଅଙ୍କ ମୃତ୍ୟୁ ହୋଇଛି। ଏଭଳି ଖବର ପ୍ରଚାରିତ ହେବା ପରେ ସମଗ୍ର ଗାଁରେ ଶୋକ ଖେଳି ଯାଇଛି।

ଗତକାଲି ରାତିରେ ରାତ୍ରି ଭୋଜନ ପରେ ସମସ୍ତେ ଶୋଇପଡ଼ିବା ପରେ ଏହି ଅଘଟଣ ଘଟିଥିଲା। କାନ୍ଥ ଭୁଷୁଡ଼ି ପଡ଼ିବା ଫଳରେ ଶିଶୁଟିକୁ ଗୁରୁତର ଅବସ୍ଥରରେ ଉଦଳା ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଶିଶୁଟିର ମୃତ୍ୟୁ ହୋଇଛି।

 

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like