• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

ଭୁବନେଶ୍ୱର: ନିର୍ବାଚନ କମିଶନଙ୍କ ଆମ୍ବାସଡ଼ର ତଥା ଆଥ୍‌ଲେଟ୍ ଦୂତୀ ଚାନ୍ଦଙ୍କ ନାଁରେ ସାଂଘାତିକ ଅଭିଯୋଗ ହୋଇଛି। ବିଜେଡିର କନ୍ଧମାଳ ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ ଦୂତୀ ପ୍ରଚାର କରୁଥିବା ଅଭିଯୋଗ ହୋଇଛି।

ସୋଶାଲ୍‌ ମିଡିଆରେ ଦୂତୀ, ଅଚ୍ୟୁତଙ୍କ ପାଇଁ ଭୋଟ୍ ମାଗୁଥିବା ଅଭିଯୋଗ ହୋଇଛି। ତେବେ ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ ପରେ ଅଭିଯୋଗର ଯାଞ୍ଚ କରାଯିବ ବୋଲି ସିଇଓ ସୁରେନ୍ଦ୍ର କୁମାର କହିଛନ୍ତି।

ନିର୍ବାଚନ କମିସନଙ୍କ ଆମ୍ବାସଡ଼ର ହୋଇ ଏପରି କରିବା ଠିକ୍ ନୁହେଁ ବୋଲି ସିଇଓ ସୂଚନା ଦେଇଛନ୍ତି। କେବଳ ଆମ୍ବାସଡ଼ର ନୁହେଁ, ଦୂତୀ ଜଣେ ସରକାରୀ କର୍ମଚାରୀ ଭାବେ ମଧ୍ୟ କାର୍ଯ୍ୟରତ। ଫଳରେ ଏହା ଆଦର୍ଶ ଆଚରଣ ବିଧିର ଖୋଲା ଉଲଂଘନ କରୁଛି।

Dutee-campaign-for-bjd
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories