ଭୂକମ୍ପରେ ଥରିଲା ୨ ଜିଲ୍ଲା
ଭୁବନେଶ୍ୱର: ଆଜି ସକାଳୁ ସକାଳୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡି ଓ ଗଜପତି ଜିଲ୍ଲାର ମୋହନା, ଅଡ଼ବା, ଆର୍. ଉଦୟଗିରିରେ ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ସକାଳ ୭ଟା ୧୦ରେ ପ୍ରାୟ ୩ରୁ ୪ ସେକେଣ୍ଡ ଯାଏ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁ ଭୟରେ ଲୋକମାନେ ଘରୁ ବାହାରି ଆସିଥିବା […]
ଭୁବନେଶ୍ୱର: ଆଜି ସକାଳୁ ସକାଳୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡି ଓ ଗଜପତି ଜିଲ୍ଲାର ମୋହନା, ଅଡ଼ବା, ଆର୍. ଉଦୟଗିରିରେ ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।
ସକାଳ ୭ଟା ୧୦ରେ ପ୍ରାୟ ୩ରୁ ୪ ସେକେଣ୍ଡ ଯାଏ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା।
ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁ ଭୟରେ ଲୋକମାନେ ଘରୁ ବାହାରି ଆସିଥିବା ଦେଖିବାକୁ ମିଳିଥିଲା।