ଓଡ଼ିଶାରେ ଭୂକମ୍ପ, ଲୋକେ ଭୟଭୀତ

ଭୁବନେଶ୍ୱର: ଭୂମିକମ୍ପରେ ଥରିଲା ଓଡ଼ିଶା। ରାୟଗଡ଼ାର କାଶୀପୁର ଅଞ୍ଚଳରେ ମୃଦୃ ଭୂମିକମ୍ପ ହୋଇଥିଲା, ଯାହା ହାଲକା ଭାବେ ହୋଇଥିଲା। ଏହି ଭୂମିକମ୍ପନର ତୀବ୍ରତା ରିକ୍ଟରସ୍କେଲରେ ୩.୬ ଥିବା ଆକଳନ କରାଯାଇଛି।


ଆଜି ଦିନ ୪ଟା ୪୦ ମିନିଟ୍‌ରେ ଏହି ଭୂମିକମ୍ପ ହୋଇଥିବା ଜଣାପଡ଼ିଛି। ଏନେଇ ଭୂକମ୍ପ ବିଜ୍ଞାନୀ ତଥା ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ କୁହାଯାଇଛି। ତେବେ ଏହାର ପ୍ରଭାବ ବେଶୀ ଜୋର ନଥିବାରୁ ଏନେଇ କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ଆସିନାହିଁ।

ଆହୁରି ପଢ଼ନ୍ତୁ

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

You might also like