ଭୁବନେଶ୍ୱରରେ ମଧ୍ୟାହ୍ନ ଭୋଜନରେ ସ୍କୁଲ ପିଲାଙ୍କୁ ପୁଣି ମିଳିଛି ଅଣ୍ଡା

ଭୁବନେଶ୍ୱର : ଭୁବନେଶ୍ୱରରେ ମଧ୍ୟାହ୍ନ ଭୋଜନରେ ପୁଣିଥରେ ପିଲାଙ୍କୁ ଅଣ୍ଡା ମିଳିଛି। ଭୁବନେଶ୍ୱର ବିଇଓ ଅଧିନରେ ଥିବା ୨୭୩ଟି ଏଲିମେଣ୍ଟାରୀ ସ୍କୁଲରେ ସପ୍ତାହକୁ ୨ ଦିନ ଶନିବାର ଓ ବୁଧବାର ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସିଝା ଅଣ୍ଡା ମିଳିବ।

ଏହାଦ୍ୱାରା ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ୫୦ହଜାର ଛାତ୍ରଛାତ୍ରୀ ଉପକୃତ ହୋଇପାରିଛନ୍ତି। DEO କାର୍ଯ୍ୟାଳୟରୁ ସିଧାସଳଖ ସ୍କୁଲକୁ ଅଣ୍ଡା ପିଛା ମିଳିବ ୫ ଟଙ୍କା।  ଭୁବନେଶ୍ୱର ବ୍ଲକ୍‌ ଶିକ୍ଷାଧତ୍କାରୀ ସସ୍ମିତା ମାଲୀ ଏହି ସୂଚନା ଦେଇଛନ୍ତି। ୨୦୧୬ରୁ ମଧ୍ୟାହ୍ନ ଭୋଜନରେ ଅଣ୍ଡା ପ୍ରଦାନ ବନ୍ଦ ଥିଲା।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like