ରଥଯାତ୍ରା ବନ୍ଦ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର: ରଥଯାତ୍ରା ବନ୍ଦ ନେଇ ଆବେଦନ କରିଥିବା ଆବେଦନକାରୀଙ୍କ ଘର ଉପରକୁ ଅଣ୍ଡା ମାଡ଼ ହୋଇଛି। ରଥଯାତ୍ରା କରିବାକୁ ଅନୁମତି ନ ଦେବାକୁ ଅପିଲ୍ କରିଥିବା ଆବେଦନକାରୀ ଓକିଲ ସୁଶାନ୍ତ ପାଢୀଙ୍କ ଭୁବନେଶ୍ୱର ସ୍ଥିତ ଭଡା ଘର ଉପରକୁ ଏହି ଅଣ୍ଡା ମାଡ଼ ହୋଇଥିବା ଅଭିଯୋଗ ହୋଇଛି।

ବମିଖାଲ ସାଈ ବିହାର ସ୍ଥିତ ସୁଶାନ୍ତଙ୍କ ଘର ଉପରକୁ କିଛି ଲୋକ ଅଣ୍ଡାମାଡ଼ କରିବା ସହ ତାଙ୍କର ଗାଡ଼ି ବି ଭାଙ୍ଗି ଦେଇଛନ୍ତି। ଏ ନେଇ ସୁଶାନ୍ତ ଅଭିଯୋଗ କରିଛନ୍ତି।

ପୁଲିସ୍‌ ଉପସ୍ଥିତି ସତ୍ତ୍ୱେ ଏହି ଅଣ୍ଡାମାଡ଼ ହୋଇଥିବା ସୂଚନା ମିଳିଛି। ଏହାସହ ସେହି ସମୟରେ ପୁଲିସ୍ ଓ କିଛି ଲୋକଙ୍କ ମଧ୍ୟରେ‌ ଠେଲାପେଲା ମଧ୍ୟ ହୋଇଥିଲା ବୋଲି ଜଣାପଡ଼ିଛି।

ଆହୁରି ମଧ୍ୟ ପଢ଼ନ୍ତୁ: ରାତି ପାହିଲେ ରଥଯାତ୍ରା: ବଡ଼ଦାଣ୍ଡରୁ ହଟୁଛନ୍ତି ଉଠା ଦୋକାନୀ

ଆହୁରି ପଢ଼ନ୍ତୁ

ବିଳମ୍ବିତ ରାତିରେ ମହାପ୍ରଭୁ ଗଲେ ମାଉସୀ ଘର

ପୁରୀରେ ୨ ଛଦ୍ମବେଶୀ ସେବାୟତ ଅଟକ

ରଥଯାତ୍ରା 2020: ବଡଦାଣ୍ଡରେ ଗଡ଼ିଲା ତାଳଧ୍ୱଜ

ରଥଯାତ୍ରା 2020: ରଥ ଉପରେ ତିନି ଠାକୁର..ଅପେକ୍ଷା ଗଜପତିଙ୍କୁ…

ଶ୍ରୀମନ୍ଦିର ସେବାୟତଙ୍କୁ କରୋନା

ରଥଯାତ୍ରା 2020:ପହଣ୍ଡି ବେଳେ ଏମିତି ଦିଶୁଛନ୍ତି ବଡ଼ଠାକୁର, ଭିଡିଓ ଦେଖି ବିହ୍ୱଳ ଭକ୍ତ

ରଥଯାତ୍ରା 2020:ସୁପ୍ରିମକୋର୍ଟଙ୍କ ଏହିସବୁ ସର୍ତ୍ତାବଳୀ ଭିତରେ ଚାଲିଛି ପୁରୀ ରଥଯାତ୍ରା

ରଥଯାତ୍ରା 2020: ଆରମ୍ଭ ହେଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ

ରଥଯାତ୍ରା 2020: ଆଜି ଘୋଷଯାତ୍ରା- ଭାଇଭଉଣୀଙ୍କୁ ଧରି ଗୁଣ୍ଡିଚା ଘର ଯିବେ ଜଗତର ନାଥ

ରଥଯାତ୍ରା 2020:ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ- ଜାଣନ୍ତୁ, ପହଣ୍ଡି ଆରମ୍ଭର ସମୟ

ବଡଦାଣ୍ଡରେ ଗଡ଼ିବ ନନ୍ଦିଘୋଷ, ଅନୁମତି ଦେଲେ ସୁପ୍ରିମକୋର୍ଟ

ରାତି ପାହିଲେ ରଥଯାତ୍ରା: ବଡ଼ଦାଣ୍ଡରୁ ହଟୁଛନ୍ତି ଉଠା ଦୋକାନୀ

You might also like