ଭୋଟର ତାଲିକାରେ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଦିବସ

ଭୁବନେଶ୍ୱର: ଭୋଟର ଲିଷ୍ଟରୁ ବାଦ୍‌ ପଡିଥିବା ମତଦାତାଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଦିବସ ଧାର୍ଯ୍ୟ କରାଯାଇଛି। ଆସନ୍ତା ୨୩ ଓ ୨୪ ତାରିଖରେ ସମସ୍ତ ମତଦାନ କେନ୍ଦ୍ରରେ ଏହି ଅଭିଯାନ ଦିବସ ପାଳନ କରାଯିବ।

କେନ୍ଦ୍ରୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ସ୍ୱତନ୍ତ୍ର ଅଭିଯାନ ଦିବସ ପାଳନ କରାଯିବ। ବୁଥ୍‌ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଉପରେ ଭୋଟରଙ୍କୁ ଅବଗତ କରିବେ।

ଭୋଟ୍‌ ପରିଚୟ ପତ୍ର ଥିଲେ ମଧ୍ୟ ଚଳିତ ବର୍ଷ ଭୋଟର ତାଲିକାରେ ନାଁ ନଥିଲେ ସେ ଭୋଟ୍‌ ଦାନରୁ ବଞ୍ଚିତ ହେବେ। ତେଣୁ ଯେଉଁ ମତଦାତାଙ୍କ ନାଁ ନଥିବ ସେ ପୁଣି ଥରେ ଭୋଟ୍‌ ଗ୍ରହଣ କେନ୍ଦ୍ରରେ ଆବେଦନ କରିପାରିବେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like