ପାଟକୁରା ବିଧାନସଭା ନିର୍ବାଚନ ସ୍ଥଗିତ ;ରିଟର୍ଣ୍ଣିଂ ଅଫିସରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଲୋକସଭା ଆସନ ଅଧୀନରେ ଥିବା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସ୍ଥଗିତ ରହିଲା ମତଦାନ। ଆସନ୍ତା ୨୯ ତାରିଖରେ ଏଠାରେ ଭୋଟ୍‌ ହେବାର ଥିଲା। ତେବେ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ୱାଲଙ୍କ ଦେହାନ୍ତ ପରେ ଏଠାରେ ମତଦାନକୁ ସ୍ଥଗିତ ରଖାଯାଇଛି।

ଏନେଇ  ରିଟର୍ଣ୍ଣିଂ ଅଫିସର ନିର୍ଦ୍ଦେଶମାନା ଜାରି କରିଛନ୍ତି। ଭାରତୀୟ ଜନ ପ୍ରତିନିଧି ଆଇନ ୧୯୫୧ର ଧାରା ୫୨ ଅନୁସାରେ କୌଣସି ସ୍ଥାନରେ ପ୍ରାର୍ଥୀଙ୍କ ମୃତ୍ୟୁ ହେଲେ ନିର୍ବାଚନ ସ୍ଥଗିତ ରଖାଯିବାର ନିୟମ ରହିଛି। ଉଲ୍ଲେଖନୀୟ ଯେ, ଗତକାଲି ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ୱାଲଙ୍କର ଦେହାନ୍ତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like