ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ଵର:  ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ। ବାଲେଶ୍ୱର ଜିଲ୍ଲା ଫୁଲା଼ଡ଼ି ଷ୍ଟ୍ରକଚରରେ କାମ କରୁଥିବା ୬ ବିଦ୍ୟୁତ କର୍ମଚାରୀ ଆହତ।  ଗତ ସପ୍ତାହରେ କିଛି ସମୟ ଲାଇନ୍ କଟିବା ପରେ ବିଦ୍ୟୁତ କର୍ମଚାରୀମାନେ ବିଜୁଳି କାଟ କରି ଅଫିସ ନିକଟ ଟ୍ରାନ୍ସଫର ମରାମତି କରୁଥିଲେ।

ଏହି ସମୟରେ ସ୍ଥାନୀୟ କଣ୍ଟାବଣିଆ ସମେତ ଆଉ କିଛି ଅଞ୍ଚଳକୁ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା ତେବେ କିଛି ଲୋକ ଫୋନ୍ କରି ବିଦ୍ୟୁତ କର୍ମଚାରୀଙ୍କୁ ଗାଳି ଗୁଲଜ କରିବା ସହ ପରେ ଘଟଣାସ୍ଥଳକୁ ଆସି ଠେଙ୍ଗା, ଲୁହା ରଡ୍, ପଥରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଏପରିକି ଆକ୍ରମଣକାରୀ ଯୁବକଙ୍କ ମଧ୍ୟରୁ ଜଣେ ବନ୍ଧୁକ ଧରିଥିବାର ଦୃଶ୍ୟ ମଧ୍ୟ କଏଦ ହୋଇଛି। ବିଦ୍ୟୁତ କର୍ମଚାରୀମାନେ ସହଦେବଖୁଣ୍ଟା ଥାନାରେ ଏ ଲିଖିତ ଅଭିଯୋଗ କରିଛନ୍ତି।

 

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like