ଓଡ଼ିଶା ବିଦ୍ୟୁତ୍ ଶ୍ରମିକ କର୍ମଚାରୀ ଓ ଇଂଜିନିୟର୍ସ ସଂଘର ବିକ୍ଷୋଭ

ଭୁବନେଶ୍ୱର: ‘ଆମ ଭାଗ୍ୟକୁ ଅନ୍ଧାର ଭିତରକୁ ଠେଲିଦେଲେ, ଆମେ ବି ସମଗ୍ର ରାଜ୍ୟକୁ ଅନ୍ଧାର କରି ଦେବୁ।’ ଲୋୟର୍‌ ପିଏମ୍‌ଜିରେ ଆନ୍ଦୋଳନ ସମୟରେ ବିଦ୍ୟୁତ୍‌ ଶ୍ରମିକମାନେ ସରକାରଙ୍କୁ କିଛି ଏହିଭଳି ଚେତାବନୀ ଦେଇଛନ୍ତି।

ଶ୍ରମିକମାନେ କେବଳ ଯେ ଧାରଣା ଦେଇଥିଲେ ତାହା ନୁହେଁ, ପୁଲିସ୍ ସହିତ ଧସ୍ତାଧସ୍ତି ହେବାର ବି ଦେଖିବାକୁ ମିଳିଥିଲା। ନ୍ୟାର୍ଯ୍ୟ ଦାବି ପୂରଣ ପାଇଁ ବିଦ୍ୟୁତ ଶ୍ରମିକ, ଇଞ୍ଜିନିୟରମାନଙ୍କ ଏକତା ମଞ୍ଚ ଗତ ୬ ତାରିଖରୁ ଆନ୍ଦୋଳନ ଜାରି ରଖିଛି। ବିଦ୍ୟୁତ ବିଭାଗ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ହୋଇଥିଲେ ମଧ୍ୟ, ଏହାର କର୍ମଚାରୀଙ୍କ ନ୍ୟୁନତମ ସ୍ୱାର୍ଥ ରକ୍ଷା ପାଇଁ ସରକାର କର୍ଣ୍ଣପାତ ନ କରିବା ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି।

ଖାସ୍ ସେଥିପାଇଁ ଯେ ପର୍ଯ୍ୟନ୍ତ ସରକାର ଦାବି ପୂରଣ ନ କରିଛନ୍ତି, ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like