କେନ୍ଦୁଝରରେ ହାତୀ ଉପଦ୍ରବ
କେନ୍ଦୁଝର: କେନ୍ଦୁଝରରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଜିଲ୍ଲାର କଦମଡିହିଠାରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବୁଧରାମ୍ ମୁଣ୍ଡା। ସୂଚନା ଅନୁସାରେ, ଗତକାଲି ବୁଧରାମ୍ ନିଜ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
କେନ୍ଦୁଝର: କେନ୍ଦୁଝରରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଜିଲ୍ଲାର କଦମଡିହିଠାରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବୁଧରାମ୍ ମୁଣ୍ଡା।
ସୂଚନା ଅନୁସାରେ, ଗତକାଲି ବୁଧରାମ୍ ନିଜ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।