ଆଜି ମଧ୍ୟ ଚାଲିବ ଏମାର ମଠର ଉଚ୍ଛେଦ କାର୍ଯ୍ୟ

ପୁରୀ : ଗତକାଲି ଅଧାରେ ଅଟକିଥିବା ଏମାର ମଠର ଉଚ୍ଛେଦ କାର୍ଯ୍ୟ ଆଜି ମଧ୍ୟ ଚାଲିବ। ଶ୍ରୀମନ୍ଦିର ସମ୍ମୁଖରେ ଶହ ଶହ ବର୍ଷ ଧରି ଦଣ୍ଡାୟମାନ ଏହି ମଠକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ ବେଳେ ନଜରକୁ ଆସିଛି କିଛି ଗୁପ୍ତ କୋଠରୀ।

ଉପର ତଳ ହୋଇ ରହିଛି ୬ଟି ରହସ୍ୟଜନକ ଅନ୍ଧାର କୋଠରୀ ଓ ଅଜଣା ସୁଡ଼ଙ୍ଗ। ବର୍ଷ ବର୍ଷ ଧରି ବନ୍ଦ ପଡ଼ିଥିବା କୋଠରୀ ସବୁକୁ ଭଙ୍ଗାଯିବା ବେଳେ ଭିତରେ ବିଷଧର ସର୍ପ ଥିବା ଆଶଙ୍କାରେ ସ୍ନେକ ହେଲ୍ପଲାଇନ୍‌ର ସାହାଯ୍ୟ ବି ନେଇଥିଲା ଜିଲ୍ଲା ପ୍ରଶାସନ। ଗବେଷକଙ୍କ ମତରେ ଦ୍ୱାଦଶ ଶତାଦ୍ଦୀରେ ସନ୍ଥ ରାମାନୁଚାର୍ଯ୍ୟଙ୍କ ପୁରୀ ଆଗମନ ସମୟରେ ଏ ମଠର ନିର୍ମାଣ ହୋଇଥିବା ଅନୁମାନ କରାଯାଏ।

ଶ୍ରୀମନ୍ଦିର ଚୌହଦି ସଫା ଅଭିଯାନକ୍ରମେ ଦ୍ୱିତୀୟ ମଠ ଭାବେ ପାଳି ପଡିଛି ଏମ୍ଆର ମଠର। ପୂର୍ବରୁ ଲଙ୍ଗୁଳି ମଠ ଉଚ୍ଛେଦ ସରିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like