କୋରାପୁଟରେ ଏନ୍‌କାଉଣ୍ଟର ; ୫ ମାଓବାଦୀ ନିହତ

କୋରାପୁଟ( ସୂର୍ଯ୍ୟ ପଣ୍ଡା) : କୋରାପୁଟରେ ଏନ୍‌କାଉଣ୍ଟର। ଆନ୍ଧ୍ର ସୀମା ପାଡ଼ୁଆ ଥାନା କିଟୁଆକାନ୍ତି ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ୫ ଜଣ ମାଓବାଦୀ ନିହତ ହୋଇଛନ୍ତି।

ମୃତ ମାଓବାଦୀଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ୨ ଜଣ ପୁରୁଷ ଅଛନ୍ତି। ଡିଭିଏଫ୍, ଏସ୍ଓଜି ପକ୍ଷରୁ କିଟୁଆକାନ୍ତି ଜଙ୍ଗଲରେ କମ୍ବିଂ ବେଳେ ଏନ୍‌କାଉଣ୍ଟର ହୋଇଥିଲା। ମୃତ ମାଓବାଦୀଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଏନ୍‌କାଉଣ୍ଟରରେ ୫ ମାଓବାଦୀ ନିହତ ହୋଇଥିବା କୋରାପୁଟ ଏସ୍‌ପି କନୱାର ବିଶାଲ ସିଂହ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like