• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

କୋରାପୁଟ( ସୂର୍ଯ୍ୟ ପଣ୍ଡା) : କୋରାପୁଟରେ ଏନ୍‌କାଉଣ୍ଟର। ଆନ୍ଧ୍ର ସୀମା ପାଡ଼ୁଆ ଥାନା କିଟୁଆକାନ୍ତି ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ୫ ଜଣ ମାଓବାଦୀ ନିହତ ହୋଇଛନ୍ତି।

ମୃତ ମାଓବାଦୀଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ୨ ଜଣ ପୁରୁଷ ଅଛନ୍ତି। ଡିଭିଏଫ୍, ଏସ୍ଓଜି ପକ୍ଷରୁ କିଟୁଆକାନ୍ତି ଜଙ୍ଗଲରେ କମ୍ବିଂ ବେଳେ ଏନ୍‌କାଉଣ୍ଟର ହୋଇଥିଲା। ମୃତ ମାଓବାଦୀଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଏନ୍‌କାଉଣ୍ଟରରେ ୫ ମାଓବାଦୀ ନିହତ ହୋଇଥିବା କୋରାପୁଟ ଏସ୍‌ପି କନୱାର ବିଶାଲ ସିଂହ ସୂଚନା ଦେଇଛନ୍ତି।

Encounter-in-koraput
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories