ପୁରୁଣା କଥା ଦୋହରାଇଲେ ଶକ୍ତି ସଚିବ

ଭୁବନେଶ୍ୱର: ପୁରୁଣା କଥାକୁ ପୁଣି ଦୋହରାଇଛନ୍ତି ଶକ୍ତି ସଚିବ ହେମନ୍ତ ଶର୍ମା । ୧୨ ତାରିଖ ସୁଦ୍ଧା ବାତ୍ୟା ପ୍ରଭାବିତ ହୋଇଥିବା ୯୦ ପ୍ରତିଶତ ଲୋକଙ୍କୁ ମିଳିବ ବିଦ୍ୟୁତ୍ । ପୁରୀ ଜିଲ୍ଲାକୁ ଛାଡ଼ି ବାକି ସମସ୍ତ ଅଞ୍ଚଳକୁ ବିଦ୍ୟୁତ୍ ଦିଆଯିବ ବୋଲି କହିଛନ୍ତି ଶକ୍ତି ସଚିବ। ପୂର୍ବରୁ ୧୦ ତାରିଖ ସୁଦ୍ଧା ରାଜଧାନୀର ୮୦ ପ୍ରତିଶତ ଅଞ୍ଚଳରେ ବିଦ୍ୟୁତ୍ ଦିଆଯିବାକୁ କହିଥିଲେ I & PR ସଚିବ । ହେଲେ ଆଜି ସୁଦ୍ଧା କେତେ ଅଞ୍ଚଳରେ ବିଦ୍ୟୁତ୍ ପହଞ୍ଚି ଥିବାକୁ ନେଇ ପଚରା ଯାଇଥିବା ବେଳେ ଏହାକୁ ଏଡାଇ ଯାଇଛନ୍ତି ଶକ୍ତି ସଚିବ। ସେପଟେ ପୁରୀରେ ୪ ହଜାରରୁ ଅଧିକ କର୍ମଚାରୀ ବିଦ୍ୟୁତ୍ ସଂଯୋଗ ପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରୁଛନ୍ତି।

ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗରୁ କୁଶଳୀ ଶ୍ରମିକ ଆସିଥିବା ବେଳେ ଆଜି କର୍ଣ୍ଣାଟକ ଓ କେରଳରୁ ବି ଅଧିକ ଶ୍ରମିକଙ୍କୁ ଅଣାଯାଉଥିବା ହେମନ୍ତ ଶର୍ମା କହିଛନ୍ତି। ଗତକାଲି I & PR ସଚିବ ୧୨ ତାରିଖ ସୁଦ୍ଧା ୧୦୦ ପ୍ରତିଶତ, ୧୦  ତାରିଖ ସୁଦ୍ଧା ୮୦ ପ୍ରତିଶତ ବିଦ୍ୟୁତ୍ ସଂଯୋଗ ହେବ ବୋଲି କହିଥିଲେ ।

ଆହୁରି ପଢ଼ନ୍ତୁ

‘ଚାଇନା କମ୍ପାନୀ ଦ୍ୱାରା ଭାରତକୁ ଫାଇଦା’

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

You might also like