• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କଟକ: ଏଣିକି ପ୍ରତ୍ୟେକ ବୁଧବାର କଟକ ମାଲଗୋଦାମ ବନ୍ଦ ରହିବ। ମାଲଗୋଦାମ ନିକଟରେ ଥିବା ବେହେରାସାହିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକ ମହାନଗର ନିଗମ(CMC) ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

୩ଟି ପର୍ଯ୍ୟାୟରେ ମାଲଗୋଦାମ ଖୋଲିବାକୁ CMC ନିଷ୍ପତ୍ତି ନେଇଛି। ଅଣ-ଅତ୍ୟାବଶ୍ୟକ ଦୋକାନ ଗୁଡିକ ସକାଳ ୭ରୁ ୧୦ଟା ଯାଏ ଖୋଲିବ। କିନ୍ତୁ ଅତ୍ୟାବଶ୍ୟକ ଜିନିଷ ବିକ୍ରି କରୁଥିବା ହୋଲ୍‌ସେଲର୍‌ ସକାଳ ୧୦ରୁ ୨ଟା ଯାଏ ଖୋଲିବ।

ତେବେ ଅତ୍ୟାବଶ୍ୟକ ଜିନିଷ ବିକ୍ରି କରୁଥିବା ଖୁଚୁରା ଦୋକାନ ଗୁଡିକ ଦିନ ୨ଟାରୁ ରାତି ୮ଟା ଯାଏ ଖୋଲା ରହିବ। ପରବର୍ତ୍ତୀ ନିର୍ଦ୍ଦେଶନାମା ଯାଏ ମାଲଗୋଦାମ ପ୍ରତି ବୁଧବାର ବନ୍ଦ ରହିବ ବୋଲି CMC ପକ୍ଷରୁ କୁହାଯାଇଛି। କଟକ ଚାମ୍ବର ଅଫ କମର୍ସର ଚିଠି ଆଧାରରେ CMC ଏଭଳି ନିଷ୍ପତ୍ତି ନେଇଛି।

ଗତକାଲି କଟକ ମାଲଗୋଦାମ କଣ୍ଟେନମେଣ୍ଟ ଅଞ୍ଚଳରୁ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଯାହା ପ୍ରଶାସନର ଚିନ୍ତା ଆହୁରି ବଢ଼ାଇ ଦେଇଛି।

ପଢ଼ନ୍ତୁ: କରୋନା ହଟସ୍ପଟ୍‌ ପାଲଟିବ କଟକ ମାଲଗୋଦାମ !

Every-wednesday-cuttack-malgodown-to-be-closed
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories