ବଡ଼ ଆଖଡ଼ା ମଠର ଉଚ୍ଛେଦ ଆରମ୍ଭ

ପୁରୀ :  ପୁରୀରେ ଆଜି ପୁଣି ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିବାଦ ଯୋଗୁଁ ବନ୍ଦ ରହିଥିବା ଉଚ୍ଛେଦ କାର୍ଯ୍ୟ ଆଜି ସକାଳୁ ପୁଣି ଆରମ୍ଭ କରିଛି ପ୍ରଶାସନ। ସକାଳୁ ମାଜିଷ୍ଟ୍ରେଟ୍ ଓ ୩୦ ପ୍ଲାଟୁନ ଫୋର୍ସ ଉପସ୍ଥିତିରେ ବଡ଼ ଆଖଡ଼ା ମଠର ଉଚ୍ଛେଦ କରାଯାଉଛି।

ପ୍ରଥମେ ଲଙ୍ଗୁଳି ମଠ ପଟରୁ ଉଚ୍ଛେଦ କରୁଛି ପ୍ରଶାସନ। ମଠ ପରିସରରେ ଥିବା ୩୭ଟି ଦୋକାନ ଘର ଭଙ୍ଗାଯାଉଛି। ତେବେ ମଠରେ ଥିବା ବିଜେସ୍ଥଳି, ଗାଦିସ୍ଥଳି, ରୋଷଘର ଓ ହନୁମାନ ମନ୍ଦିର ଉଚ୍ଛେଦ ହେବନି ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like