ପୁରୀରେ ଇଭିଏମ୍‌ ଭଙ୍ଗାରୁଜା ଘଟଣାରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ପୁରୀ(ମଧୁସୂଦନ ମିଶ୍ର): ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ପୁରୀ ଜିଲ୍ଲା ସତ୍ୟବାଦୀ ଓ ବ୍ରହ୍ମଗିରିରେ ଇଭିଏମ୍‌ ଭଙ୍ଗା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି ବୋଲି ପୁରୀ ଜିଲ୍ଲାପାଳ କହିଛନ୍ତି।

ବ୍ରହ୍ମଗିରି କମାଶାସନର ବୁଥ ନମ୍ବର ୨୨୨ରେ ଗୋଟିଏ ଇଭିଏମ୍‌କୁ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଥିବା ବେଳେ ସତ୍ୟବାଦୀ ବୀରକିଶୋରପୁରରେ ୨ଟି ଇଭିଏମ୍‌ ଭାଙ୍ଗି ଦେଇଛନ୍ତି।  ଏନେଇ ଦୁଇ ବୁଥ୍‌ର ପ୍ରିଜାଇଡିଂ ଅଫିସର ଥାନାରେ ଏତଲା ଦେଇଛନ୍ତି।

ପ୍ରିଜାଇଡିଂ ଅଫିସର ଜିଲ୍ଲା ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ୱତନ୍ତ୍ର ଫର୍ମାଟରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଇଭିଏମ୍‌ ଭଙ୍ଗା ଘଟଣା ନେଇ ଅବଗତ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like