• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରି ନାଏକଙ୍କର ଆଜି ପରଲୋକ ହୋଇଯାଇଛି। ହଳଦୀବଟା ସ୍ଥିତ ବାସ ଭବନରେ ଦେହାନ୍ତ ହୋଇଛି। ଶ୍ରୀ ନାଏକ ସ୍ନାୟୁ ରୋଗରେ ପୀଡିତ ହୋଇ ଗତ ଡିସେମ୍ବର ୧୭ ତାରିଖରୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଲା।

ଶ୍ରୀ ନାଏକ ଭାରତୀୟ ବାୟୁସେନାରୁ ଅବସର ନେବ ପରେ ୨୦୦୦ ମସିହାରୁ ୨୦୦୯ ମସିହା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ତରଫରୁ ପାଟଣା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।  ଦୁଇ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇ ଶ୍ରୀ ନାୟକ ଲୋକଙ୍କର ପ୍ରିୟଭାଜନ ହୋଇ ପାରିଥିଲେ।

ହଳଦୀବଟା ଗ୍ରାମରେ ଥିବା ତାଙ୍କର ନିଜସ୍ୱ ବାସଭବନରେ ସେ ରହୁଥଲେ। ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ତାଙ୍କୁ  ଡିସେମ୍ବର ୧୭ରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Ex-mla-gaurahari-nayak-is-no-more
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories