ପୂର୍ବତନ ସରପଞ୍ଚଙ୍କୁ ଘରୁ ଡାକିନେଇ ହତ୍ୟା

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ସାରଙ୍ଗଡ଼ ଥାନା ଅନ୍ତର୍ଗତ ବିଷୋୟୀ ସାହିରେ ପୂର୍ବତନ ସରପଞ୍ଚଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ମୃତକଙ୍କ ନାଁ ବ୍ରଜରାଜ ବିଷୋୟୀ।

ଗତକାଲି ସଂଧ୍ୟାରେ ତାଙ୍କୁ ଘରୁ ଡାକିନେଇ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲକୁ ନିଆଯାଇଥିଲା। ସେଠାରେ କିନ୍ତୁ ଡାକ୍ତର ବ୍ରଜରାଜଙ୍କୁ ମୃତ ଘୋଷଣା କରିଥିଲେ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସାରଙ୍ଗଡ଼ ପୋଲିସ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like