୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଅବକାରୀ ବିଭାଗ
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଅବକାରୀ ବିଭାଗ ଚଢ଼ାଉ କରି କୋଟି କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରିଛି। ଜିଲ୍ଲାର ଓର୍କେଲ୍ ଥାନା ଅନ୍ତର୍ଗତ ମଙ୍ଗଳାଯୋଡ଼ି ନିକଟରେ ଲଗାଯାଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରିଛି ବିଭାଗ। ପ୍ରାୟ ୨୨ ଏକର ଜମିରେ ଗଞ୍ଜେଇ ଗଛ ଚାଷ କରାଯାଇଥିବା ଅବକାରୀ ବିଭାଗ ଖବର ପାଇ ଚଢ଼ାଉ କରିଥିଲା। କଟାଯାଇଥିବା ଗଞ୍ଜେଇ ଗଛର ମୂଲ୍ୟ ପ୍ରାୟ ୨ କୋଟି ଟଙ୍କା ହେବ ବୋଲି ଅବକାରୀ ଅଧୀକ୍ଷକ କହିଛନ୍ତି।
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଅବକାରୀ ବିଭାଗ ଚଢ଼ାଉ କରି କୋଟି କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରିଛି।
ଜିଲ୍ଲାର ଓର୍କେଲ୍ ଥାନା ଅନ୍ତର୍ଗତ ମଙ୍ଗଳାଯୋଡ଼ି ନିକଟରେ ଲଗାଯାଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରିଛି ବିଭାଗ।
ପ୍ରାୟ ୨୨ ଏକର ଜମିରେ ଗଞ୍ଜେଇ ଗଛ ଚାଷ କରାଯାଇଥିବା ଅବକାରୀ ବିଭାଗ ଖବର ପାଇ ଚଢ଼ାଉ କରିଥିଲା। କଟାଯାଇଥିବା ଗଞ୍ଜେଇ ଗଛର ମୂଲ୍ୟ ପ୍ରାୟ ୨ କୋଟି ଟଙ୍କା ହେବ ବୋଲି ଅବକାରୀ ଅଧୀକ୍ଷକ କହିଛନ୍ତି।