ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କ୍ୱାରେଣ୍ଟିନ୍ ଅବଧି ବୃଦ୍ଧି

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ପ୍ରବାସୀଙ୍କ ସରକାରୀ କ୍ୱାରେଣ୍ଟିନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏଣିିକି ୭ ଦିନ ବଦଳରେ ୧୪ ଦିନ ପ୍ରବାସୀଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯିବ। ଏ ନେଇ ଜିଲ୍ଲାର ସବୁ ବ୍ଲକ୍‌ର ବିଡିଓଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି।

୭ ଦିନ ସରକାରୀ କ୍ୱାରେଣ୍ଟିନ୍‌ରେ ରହି ଘରକୁ ଯିବା ପରେ ମଧ୍ୟ କେତେକ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ଦର୍ଶାଇଛନ୍ତି। ଏହାସହ ଗ୍ରାମାଞ୍ଚଳରେ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବା ପାଇଁ ଲୋକଙ୍କ ଘରେ ସ୍ୱତନ୍ତ୍ର ପାଇଖାନା ମଧ୍ୟ ନାହିଁ। ଏହି ଦୁଇଟି ମୁଖ୍ୟ କାରଣ ପାଇଁ ସରକାରୀ କ୍ୱାରେଣ୍ଟିନ୍‌ ସମୟ ସୀମା ୭ ଦିନରୁ ୧୪ ଦିନକୁ ବୃଦ୍ଧି କରାଯାଇଥିବା ଜିଲ୍ଲାପାଳ ଚିଠିରେ ଦର୍ଶାଇଛନ୍ତି।

ଘରକୁ ଯିବା ପରେ ମଧ୍ୟ ପ୍ରବାସୀଙ୍କ ସ୍ୱାସ୍ଥ୍ୟ ଉପରେ ୭ ଦିନ ନଜର ରଖିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like