ରଥଯାତ୍ରାରେ ଅଣସେବାୟତ: ଫଟୋ ଭାଇରାଲ୍ ପରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର: ପୁରୀ ରଥଯାତ୍ରାରେ ସାମିଲ ହୋଇଛନ୍ତି ଅଣସେବାୟତ। ସେବାୟତ ବେଶ ସହ ବେକରେ ପରିଚୟ ପତ୍ର ପକେଇ ରଥ ଉପରେ ଏହି ଅଣସେବାୟତଙ୍କୁ ଦେଖିବାକୁ ମିଳିଛି। ଅଣସେବାୟତ ଜଣକ ନିଜର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ଘଟଣା ଲୋକଲୋଚନକୁ ଆସିଥିଲା। ସୋସିଆଲ ମିଡିଆରେ ଏହି ପୋଷ୍ଟ ଭାଇରାଲ ହେବା ପରେ ତଦନ୍ତ ଦାବି କରିଛନ୍ତି ସଂହାରୀ ସେବକ ଓ ଭୋଇ ସେବକ।

ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଶିଘ୍ର କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଛନ୍ତି ସେବକ ଗୋଷ୍ଠୀ। କୋଭିଡ୍ ଟେଷ୍ଟ ନହୋଇ ରଥ ଉପରେ ଚଢ଼ିବା ବାରଣ ଥିବା ବେଳେ ଅଣସେବାୟତ ଜଣକ ରଥ ଉପରକୁ କିପରି ଗଲେ ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏ ନେଇ ପ୍ରଶାସନର କୌଣସି ପତିକ୍ରିୟା ମିଳିପରିନାହିଁ।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like