‘ପୁରୀରୁ ୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ’

ପୁରୀ : କାଲି ଦିନ ୧୨ଟା ସୁଦ୍ଧା ପୁରୀ ଜିଲ୍ଲାରୁ ୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ଚିଲିକା ଭିତରେ ଥିବା ଓ ଏହାକୁ ଲାଗି ରହିଥିବା ସବୁ ଗାଁ ଲୋକଙ୍କୁ ପ୍ରଥମେ ସ୍ଥାନାନ୍ତର କରାଯିବ। ପୁରୀର ବିଭିନ୍ନ ହୋଟେଲର ତଳ ମହଲାରେ ଥିବା ପର୍ଯ୍ୟଟକଙ୍କୁ ମଧ୍ୟ ସ୍ଥାନାନ୍ତର କରାଯିବ।

ମୁହାଣ ନିକଟବର୍ତ୍ତୀ ଗାଁର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅସ୍ତରଙ୍ଗ ଓ କାକଟପୁର ଅଞ୍ଚଳର ଲୋକଙ୍କୁ ମଧ୍ୟ ସ୍ଥାନାନ୍ତର କରାଯିବ ବୋଲି ପୁରୀ ଜିଲ୍ଲା ଦାୟିତ୍ୱରେ ଥିବା IAS ଅଧିକାରୀ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି।

ଜିରୋ କାଜୁଆଲିଟି ଉପରେ ସେ ଗୁରୁତ୍ୱ ଦେବାସହ ଲୋକଙ୍କୁ ବାହାରକୁ ନ ବାହାରିବା ଲାଗି ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, IMDର ଶେଷ ଖବର ସୁଦ୍ଧା ପୁରୀଠାରୁ ୬୧୦ କିମି ଦୂରରେ ରହିଛି ଫୋନି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like