ପୁଣି ଜୀବନ ହାରିଲେ ଚାଷୀ

ଝାରସୁଗୁଡ଼ା: ପୁଣି ଜୀବନ ହାରିଲେ ଚାଷୀ। ଝାରସୁଗୁଡ଼ା ଜିଲ୍ଲା କୋଲାବିରା ସମାସିଙ୍ଘାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ଯୁଧିଷ୍ଠିର ମଲ୍ଲିକ। ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି।

ଋଣଭାର ସହି ନପାରି ଭାଗଚାଷୀ ଯୁଧିଷ୍ଠିର ମଲ୍ଲିକ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଗତବର୍ଷ ଯୁଧିଷ୍ଠିର ଝିଅର ବାହାଘର କରିଥିଲେ। ଏଥିପାଇଁ ସେ ଋଣ କରିଥିଲେ। ଆଶା କରିଥିଲେ ଏ ବର୍ଷ ଭଲ ଫସଲ ହେଲେ ଋଣ ସୁଝିବେ। କିନ୍ତୁ ଭଲ ଫସଲ ହୋଇ ନଥିଲା। ତେଣୁ ସେ କିଛି ଦିନ ହେଲା ଚିନ୍ତିତ ଥିଲେ। ଶେଷରେ ମାନସିକ ଚାପରେ ଯୁଧିଷ୍ଠିର ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି।

ଆହୁରି ପଢ଼ନ୍ତୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

You might also like