ମୁଖ୍ୟମନ୍ତ୍ରୀଙ୍କୁ ନବ ନିର୍ମାଣ କୃଷକ ସଂଗଠନର ବିରୋଧ

ନୟାଗଡ଼: ନୟାଗଡ଼ ଜିଲ୍ଲା ରଣପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର ପାଇଁ ଯାଇଥିବା ବେଳେ ନବ ନିର୍ମାଣ କୃଷକ ସଂଗଠନର କର୍ମକର୍ତ୍ତାମାନେ ତାଙ୍କୁ ବିରୋଧ କରିଛନ୍ତି। ସଂଗଠନର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗରେ ଶୋଇ ପ୍ରତିବାଦ ଜଣାଇଥିଲେ।

ଫଳରେ ସଂଗଠନର କର୍ମକର୍ତ୍ତାମାନେ ରାସ୍ତାରେ ଶୋଇ ରହି ବିକ୍ଷୋଭ କରିବାରୁ ସେମାନଙ୍କୁ ହଟାଇବାକୁ ପୁଲିସ୍‌କୁ ନାକେଦମ୍ ହେବାକୁ ପଡ଼ିଥିଲା।

କୃଷକମାନଙ୍କ ଦାବି ପୂରଣ କରିବାରେ ରାଜ୍ୟ ସରକାର ବିଫଳ ହୋଇଥିବା ଅଭିଯୋଗ କରି ନବ ନିର୍ମାଣ ସଂଗଠନ ପକ୍ଷରୁ ଏଭଳି ପ୍ରତିବାଦ କରାଯାଇଥିଲା।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

Corona Update In Odisha: ଆଜି ବି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳେ

କରୋନା ପାଇଁ କ୍ରିକେଟର ସାଜିଲେ କୁଲି

ଟ୍ରେନ୍ ଇଞ୍ଜିନ୍ ଲାଇନଚ୍ୟୁତ

ବୃଦ୍ଧ ଦମ୍ପତିଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ବର୍ଷା ହେଲେ ବସ୍ତିରେ ଚିନ୍ତା, ବାରମ୍ବାର ପ୍ରତିଶ୍ରୁତି ପରେ ବି କରାଯାଉନି ଥଇଥାନ

ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ବଗଲା ଧର୍ମଶାଳା ଜମିକୁ ନେଇ ଗୋଟିକ ପରେ ଗୋଟିଏ ବିଭ୍ରାନ୍ତି

ମନ୍ତ୍ରୀଙ୍କ ଦାୟିତ୍ୱହୀନତା: ଜୀବିତ ସମୀର ଦେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତାପ ଜେନା

ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କଲା ଏନ୍‌ୟୁଜେ

ସୁସ୍ଥ ହେଲେ ୨୭୩୮ କରୋନା ଆକ୍ରାନ୍ତ

ନଭେମ୍ବର ୫ରୁ +୨ ଅପ୍‌ସନାଲ ପରୀକ୍ଷା

You might also like