୨୦ ବର୍ଷର ଶାସନରେ ସଫଳତା ନେଇ ମତ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ୨୦ବର୍ଷର ଶାସନ ଭିତରେ ଚାଷୀଙ୍କ ଆୟ ଦ୍ୱିଗୁଣିତ ହେବାସହ ଖାଦ୍ୟ ସମସ୍ୟାର ସମାଧାନ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ପୁସ୍ତକ ଉନ୍ମୋଚନ ଉତ୍ସବରେ କହିଛନ୍ତି।

୮୦ଲକ୍ଷ ଲୋକ ଦାରିଦ୍ର୍ୟ ସୀମାରେଖା ଉପରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ଜାତିସଂଘ ଦ୍ୱାରା ପ୍ରଶଂସିତ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ

You might also like