ପୁଅକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ବାପା

କେନ୍ଦୁଝର  : ଟଙ୍କା ଭାଗବଣ୍ଟାକୁ ନେଇ ପୁଅକୁ ପଥରରେ ଛେଚି ହତ୍ୟାକଲା ନୃଶଂସ ବାପା। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବଳଭଦ୍ରପୁର ଗାଁରେ।

ଟ୍ରାନ୍ସପୋର୍ଟିଂ ଟଙ୍କା ଭାଗବଣ୍ଟାକୁ ନେଇ ବାପପୁଅ ମଧ୍ୟରେ ବଚସା ହୋଇଥିଲା।  ଏହାପରେ ଗଣ୍ଡଗୋଳ ଉଗ୍ରରୂପ ନେଇଥିଲା। ଗଣ୍ଡଗୋଳ ବେଳେ ପୁଅ ପୀତାମ୍ବର ତଳେ ପଡ଼ିଯାଇଥିଲେ। ଏହାର ସୁଯୋଗ ନେଇ ପାଖରେ ଥିବା ଏକ ପଥର ଆଣି ବାପା ନାରାୟଣ ତଳେ ପଡ଼ିଥିବା ପୀତାମ୍ବରଙ୍କ ମୁଣ୍ଡକୁ ଛେଚି ଦେଇଥିବା ଅଭିଯୋଗ ହୋଇଛି।

ଘଟଣା ସ୍ଥଳରେ ହିଁ ପୀତାମ୍ବରଙ୍କ ମୃତ୍ୟୁ ହୋଇଥିଲା। ଏହି ହତ୍ୟାକାଣ୍ଡରେ ନାରାୟଣଙ୍କ ଦ୍ୱିତୀୟ ସ୍ତ୍ରୀର ପୁଅ ଗୌତମ ସାମିଲ ଥିବା କୁହାଯାଉଛି। ବାମେବାରୀ ପୁଲିସ ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like