ମହଙ୍ଗା ପଡ଼ିଲା ଘରୋଇ ଗାଡ଼ି ଡ୍ରାଇଭରଙ୍କ ପୋଲିସଗିରି

ଝାରସୁଗୁଡ଼ା: ଜଣେ ଘରୋଇ ଗାଡ଼ି ଡ୍ରାଇଭରଙ୍କୁ ପୋଲିସଗିରି କରିବା ମହଙ୍ଗା ପଡ଼ିଛି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନାରେ ନିୟୋଜିତ ଘରୋଇ ଗାଡ଼ି ଡ୍ରାଇଭର ଯୋଶୀ ତାଣ୍ଡିଙ୍କ ନାଁରେ ମାମଲା ରୁଜୁ କରାଯାଇଛି। କାର୍ଯ୍ୟରୁ ବାହାର କରିବାକୁ ଏମସିଏଲକୁ ଚିଠି ଲେଖିଛନ୍ତି ଝାରସୁଗୁଡ଼ା ଏସପି।

ସୂଚନା ମୁତାବକ, ଗତକାଲି ସଟଡାଉନ ବେଳେ ବାହାରେ ବୁଲୁଥିବା ଜଣେ ଯୁବକଙ୍କୁ ଉଠବସ୍ କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପୋଲିସ ନହୋଇ ବି ଏଭଳି କାମ କରିଥିବାରୁ ସଂପୃକ୍ତ ଡ୍ରାଇଭରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଝାରସୁଗୁଡ଼ା ଏସପି ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

 

ଆହୁରି ପଢ଼ନ୍ତୁ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

You might also like