ବିଧାୟକଙ୍କୁ ନ ଡାକିବାରୁ ଡିସିପିଙ୍କ ନାଁରେ ଏତଲା

କଟକ: ପୂଜା ବୈଠକକୁ ବାରବାଟୀ କଟକ ବିଧାୟକ ମହମ୍ମଦ ମୁକିମଙ୍କୁ ନ ଡାକିବା ପ୍ରତିବାଦରେ ମଧୁପାଟଣା ଥାନା ସମେତ ସହରର ବିଭିନ୍ନ ଥାନାରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ଡିସିପିଙ୍କ ନାଁରେ ଏତଲା ଦିଆଯାଇଛି।

ଡିସିପି ବିଧାୟକଙ୍କୁ ବୈଠକ ଡାକିବା ଉଚିତ ଥିଲା। ଏହା କଟକର ଭାଇଚାରାର ପରମ୍ପରାକୁ କ୍ଷୂର୍ଣ୍ଣ କରିଛି। ତେଣୁ କଟକ ଡିସିପିଙ୍କ ବଦଳି ବାଦୀ କରି କଂଗ୍ରେସ କର୍ମୀଙ୍କ ପକ୍ଷରୁ ଏଭଳି ଏତଲା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like