ପୋଡ଼ିଗଲା ଲକ୍ଷାଧିକ ଟଙ୍କାର ଧାନ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜାମପଲ୍ଲୀରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ପୋଡ଼ି ଯାଇଛି। ଗାଁର ରମେଶ ପ୍ରଧାନଙ୍କର ୪ଟି ଧାନ ଗଦା ଓ ମଧୁ ଅଳତିଆଙ୍କର ଗୋଟିଏ ଧାନଗଦା ଜଳି ଧ୍ୱଂସ ହୋଇଯାଇଛି।

ଅଗ୍ନିକାଣ୍ଡରେ ୫ ଏକର ଜମିର ଧାନ ନଷ୍ଟ ହୋଇଯାଇଛି।

ଜାମପଲ୍ଲୀ ଗାଁ ବିଲରେ ଏହି ଧାନ ଗଦା ଦିଆଯାଇଥିଲା। ସକାଳୁ ବିଲକୁ ଯିବା ପରେ ରମେଶ ଓ ମଧୁ ନିଆଁ ଲାଗିଥିବା ଜାଣିବା ପାଇଥିଲେ। ଏହାପରେ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ସେତେବେଳକୁ ସବୁ ପୋଡି ପାଉଁଶ ହୋଇଯାଇଥିଲା।

ଆହୁରି ପଢ଼ନ୍ତୁ

ଉପକୂଳ ଓଡ଼ିଶାରେ ବନ୍ୟା ବିପଦ

ପଶ୍ଚିମ ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଅଡୁଆରେ ସୁନ୍ଦରଗଡ଼ ଏସ୍‌ପି ; ମାଡ଼ ମାରି ମହିଳାଙ୍କ ଗର୍ଭନଷ୍ଟ କରିଥିବା ଅଭିଯୋଗରେ ମାମଲା ରୁଜୁ

ନିଃସନ୍ତାନ ଥିବାରୁ ଏମିତି ନିଷ୍ପତ୍ତି ନେଲେ କି ପ୍ରଫେସର ଓ ତାଙ୍କ ପତ୍ନୀ ?

ଆଇଆଇସି ଓ ତହସିଲଦାରଙ୍କୁ ଏସ୍‌ଟିଏଫ୍‌ର ଘନଘନ ଜେରା

ଶ୍ରୀମନ୍ଦିର ସୁରକ୍ଷା ନେଇ କ୍ୟାବିନେଟ୍ ନିଷ୍ପତ୍ତି ପରେ ବଢୁଛି ଅସନ୍ତୋଷ

SCB ଆସିବେ ଜଗା କାଳିଆ

ଚୌଦ୍ୱାରର ବିଭିନ୍ନ ସ୍ଥାନରେ ଇମ୍ଫାର ଜନକଲ୍ୟାଣ କାର୍ଯ୍ୟକ୍ରମ

କିଓସ୍କ ବ୍ୟାଙ୍କ ଠକେଇ ମାମଲାରେ କେନ୍ଦ୍ର ପରିଚାଳକ ଗିରଫ

ଆଇଏଏସ ଅଦଳବଦଳ: ଗଗନ ଧଳ ବନ ଉନ୍ନୟନ ନିଗମ ଅଧ୍ୟକ୍ଷ, ସଞ୍ଜିବ ଚୋପ୍ରା ଗୃହ ସଚିବ

ବିନା ବର୍ଷାରେ ବନ୍ୟା; ଘରେ ପାଣି ବାହାରେ ବି ପାଣି

ଥାନାକୁ ଗଲା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ

You might also like