ନିରାମୟ କେନ୍ଦ୍ରରେ ନିଆଁ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପ୍ରାଥମିକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ। ହସ୍ପିଟାଲ ପରିସର ନିରାମୟ ଯୋଜନା କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଔଷଧ ଓ କମ୍ପ୍ୟୁଟର ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ଗତକାଲି ରାତିରେ ନିରାମୟ କେନ୍ଦ୍ରରୁ ଧୂଆଁ ବାହାରୁଥିବା ଦେଖି ୱାଚ୍ ମ୍ୟାନ ଓ ନର୍ସ ଦମକଳ ବାହିନୀକୁ ଜଣାଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥଲା।

ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ସର୍ଟସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ସେପଟେ ଏହାକୁ ଲାଗି ଅନେକ ଓ୍ୱାର୍ଡ ଥିଲା। ସେଥିରେ ଅଗ୍ନିକାଣ୍ଡ ନ ହୋଇ ନିରାମୟ କେନ୍ଦ୍ରରେ କିଭଳି ନିଆଁ ଲାଗିଲା ସେନେଇ ସନ୍ଦେହ ପ୍ରକଟ ହୋଇଛି। ଦୋକାନ ବନ୍ଦ ପରେ ବିଳମ୍ବିତ ରାତିରେ କିଭଳି ନିଆଁ ଲାଗିଲା ସେ ନେଇ ଅନେକ ଚର୍ଚ୍ଚା ହେଉଛି। କେମିତି ଅଗ୍ନିକାଣ୍ଡ ଘଟିଲା ଏହାର ତଦନ୍ତ ହେଉ ବୋଲି ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

You might also like