ଜଳିଗଲା ଫଳ ବଜାର !

ଭୁବନେଶ୍ୱର  : ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ପାଖରେ ଥିବା ଫଳ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ମା ତାରିଣୀ ଭେଣ୍ଡିଂ ଜୋନରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି।

ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଫଳ ଓ ସାମଗ୍ରୀ ପୋଡ଼ିଯାଇଛି।

You might also like