ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ଼

ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ଼। ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଗୋଶାଳାପଦାରେ ଗୁଳି ମାଡ଼ରେ ଜଣେ ଯୁବକ ଆହତ ହୋଇଛନ୍ତି।

ଯୁବକଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ, ଏହି ଘଟଣାକୁ ନେଇ ପୁଲିସ୍ ତଦନ୍ତ ଚଳାଇଛି।

You might also like