ଡାକ୍ତରଙ୍କୁ ଗୁଳିମାଡ଼

ଖୋର୍ଦ୍ଧା : ଖୋର୍ଦ୍ଧାରେ ଡାକ୍ତରଙ୍କୁ ଗୁଳିମାଡ଼ କ୍ଲିନିକ୍‌ରେ ପଶି ଡାକ୍ତରଙ୍କୁ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ସୂଚନା ମିଳିଛି । ଗୁଳିମାଡ଼ରେ ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସ ଗୁରୁତର ଆହତ ହୋଇଛନ୍ତି । ଏହି ଆକ୍ରମଣରେ ଡାକ୍ତରଙ୍କ ସହ ଜଣେ ଔଷଧ ଦୋକାନ କର୍ମଚାରୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ତେବେ ଗୁଳିକାଣ୍ଡର କାରଣ ଜଣାପଡ଼ିନାହିଁ  ।

ଆହୁରି ପଢ଼ନ୍ତୁ

ଓଡ଼ିଶା ପୋଲିସ୍ ଡିଜିଙ୍କୁ ଜାତୀୟ ST କମିଶନଙ୍କ ଚିଠି

କରୋନାରୁ ସୁସ୍ଥ ହେଲେ ୧୭୮୫ ଆକ୍ରାନ୍ତ

କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପୋଲିସ୍ ଡିଜି

କୁଷ୍ଠରୋଗୀ କହି ବାସନ୍ଦ କରିଦେଲେ, ପାଇପ୍ ଭିତରେ ବିତୁଛି ଜୀବନ

ଭାଇରାଲ୍ ଅଡ଼ିଓ ପ୍ରସଙ୍ଗ: ଲକ୍ଷ୍ମୀକାନ୍ତଙ୍କୁ ପୋଲିସ ଉଠାଇ ନେବା ପରେ ଚିନ୍ତାରେ ବାପା ଶଯ୍ୟାଶାୟୀ

ଅଡିଓ ଭାଇରାଲ ପ୍ରସଙ୍ଗ: ଗିରଫ ଲକ୍ଷ୍ମୀକାନ୍ତଙ୍କୁ ଭେଟିଲା କଂଗ୍ରେସ

ଲୋକଙ୍କ ପ୍ରଶ୍ନର ଉତ୍ତର ରଖିବାକୁ କାହିଁକି ଡରୁଛନ୍ତି ରାଜ୍ୟ ସରକାର?

ଭୁବନେଶ୍ୱରରୁ ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ

ଆଇନ୍‌ ଉଲ୍ଲଙ୍ଘନ ଅଭିଯୋଗରେ କ୍ୟାପିଟାଲ ଥାନା IIC ଗିରିଜା ଚକ୍ରବର୍ତ୍ତୀଙ୍କ ନାଁରେ ଏତଲା ଦେଲା ଓଟିଭି

କଟକ ମହାନଗର ଅଞ୍ଚଳରୁ ୭୩ କରୋନା ଆକ୍ରାନ୍ତ ଚିହ୍ନଟ

ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସମ୍ୱଲପୁରରେ ହେବନି ସଟ୍‌ଡାଉନ୍

You might also like