ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

ଭୁବନେଶ୍ୱର: ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ ଆଜି ପ୍ରକାଶ ପାଇଛି। କଳାରେ ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିଅର କଲେଜ ରହିଛି। ସେହିପରି ବିଜ୍ଞାନ ଓ ବାଣିଜ୍ୟରେ ମଧ୍ୟ ପ୍ରଥମ ସ୍ଥାନରେ  ରେଭେନ୍ସା ଜୁନିଅର କଲେଜ ରହିଛି।

  • କଳାରେ କଟ୍ ଅଫ୍ ମାର୍କ ୭୨.୫% ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିଅର କଲେଜ ରହିଛି। ୭୧.୮୩% ସହ ଦ୍ୱିତୀୟରେ ବିଜେବି ଜୁନିଅର କଲେଜ ରହିଛି। ୬୭.୮୩% ସହ ୩ୟରେ ରାଉରକେଲା ସରକାରୀ ଜୁନିଅର କଲେଜ ରହିଛି।
  • ବିଜ୍ଞାନରେ ମଧ୍ୟ ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିଅର କଲେଜ ରହିଛି। ରେଭେନ୍ସାରେ ବିଜ୍ଞାନରେ କଟ୍ ଅଫ୍ ମାର୍କ ୮୯% ରହିଛି। ବିଜ୍ଞାନରେ ୮୮.୬% ସହ ଦ୍ୱିତୀୟରେ ବିଜେବି ଜୁନିଅର କଲେଜ ଓ ୮୬.୬୭% ସହ ୩ୟରେ ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ମନ୍ଦିର ରହିଛି।
  • ବାଣିଜ୍ୟରେ କଟ୍ ଅଫ୍ ମାର୍କ ୭୫.୮୩% ସହ ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିଅର କଲେଜ ରହିଛି। ୭୫.୫% ସହ ୨ୟରେ ରାଉରକେଲା ସରକାରୀ ଜୁନିଅର କଲେଜ ଓ ବାଣିଜ୍ୟରେ ୭୪% ସହ ତୃତୀୟରେ ବିଜେବି ଜୁନିଅର କଲେଜ ରହିଛି।

ଆସନ୍ତା ୨୧ରୁ ୨୬ ତାରିଖ ଯାଏ ନାମଲେଖା ଚାଲିବ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like