ରାଜ୍ୟ ଭିତରେ ଗଡ଼ିବ ୫ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର: ରାଜ୍ୟ ଭିତରେ ଚାଲିବ ୫ ସ୍ପେଶାଲ ଟ୍ରେନ। ରାଜ୍ୟ ଭିତରେ ୫ଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ ପାଇଁ ପୂର୍ବତଟ ରେଲୱେ ପକ୍ଷରୁ ଘୋଷଣା କରାଯାଇଛି। ଭୁବନେଶ୍ୱରରୁ ବଲାଙ୍ଗିର, ଭୁବନେଶ୍ୱରରୁ ଭଦ୍ରକ,  ଭୁବନେଶ୍ୱରରୁ ବ୍ରହ୍ମପୁର, ସମ୍ବଲପୁରରୁ ଖୋର୍ଦ୍ଧା ରୋଡ୍ ଏବଂ  ଭୁବନେଶ୍ୱରରୁ କୋରାପୁଟ ମଧ୍ୟରେ ଚାଲିବ।

ଭୁବେନଶ୍ୱର- କୋରାପୁଟ ସ୍ପେଶାଲ ଟ୍ରେନ୍ ଅନୁଗୁଳ, ସମ୍ବଲପୁର ଓ ରାୟଗଡ଼ା ଦେଇ ଯିବ। ଏହି ଟ୍ରେନ ସପ୍ତାହକକୁ ୩ ଦିନ ଚଳାଚଳ କରିବ। ୫ଟି ଯାକ ସ୍ପେଶାଲ୍ ଟ୍ରେନ୍ ଜୁନ୍ ୮ରୁ ଜୁନ୍ ୩୦ ଯାଏ ଚଳାଚଳ କରିବ।

ତେବେ ଶନିବାର ଓ ରହିବାର ଟ୍ରେନ ଚଳାଚଳ ବନ୍ଦ ରହିବ। ସ୍ପେଶାଲ ଟ୍ରେନ ପାଇଁ ଟିକେଟ ରିଜର୍ଭେସନ କାଉଣ୍ଟର, IRCTC ୱେବସାଇଟରୁ ମିଳିବ ଏବଂ କେବଳ କନଫର୍ମ ଟିକେଟ ଥିବା ଯାତ୍ରୀଙ୍କୁ ଯାତ୍ରା ପାଇଁ ଅନୁମତି ମିଳିବ।

ଆହୁରି ପଢ଼ନ୍ତୁ

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

You might also like