ସୁବର୍ଣ୍ଣପୁରରେ ବନ୍ୟା ପରିସ୍ଥିତି; ଗାଁରେ ପଶିଲା ପାଣି

ସୋନପୁର(ରବୀନ୍ଦ୍ର ହୋତା): ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖା ଦେଇଛି। ସୋନପୁର ବ୍ଲକ୍‌ ପାଇକବାହଲ ଗାଁ ନିକଟରେ ଥିବା ରାକ୍ଷସ ନାଳରେ ବନ୍ୟା ପାଣି ପ୍ରବାହିତ ହେଉଛି। ୩ ଫୁଟ ଉଚ୍ଚର ବନ୍ୟାପାଣି ଗାଁ ଭିତର ଦେଇ ପ୍ରବାହିତ ହେଉଛି।

ସେହିପରି ବୀରମହାରାଜପୁର ବ୍ଲକର କୃଷ୍ଣପାଲି ଏବଂ ଉଲୁଣ୍ଡା ବ୍ଲକର ପୁଲେଶ୍ୱର ଗାଁରେ ମଧ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବନ୍ୟା ପାଣି ପ୍ରବାହିତ ହେବା ସହ ଚାଷ ଜମି ମଧ୍ୟ ଜଳମଗ୍ନ ହୋଇଛି।

ରକ୍ସା ଛକରେ ଥିବା ଏକ ମଠ ସମ୍ପୂର୍ଣ୍ଣ ଭାବେ  ବୁଡ଼ି ଯାଇଛି। ମଠରେ ୩ଜଣ ସାଧୁ ଫସି ରହିଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like