ତାମିଲନାଡୁରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କ ପାଖରେ ପହଞ୍ଚିଲା ଖାଦ୍ୟ ସାମଗ୍ରୀ

ଭୁବନେଶ୍ୱର: ତାମିଲନାଡୁର ତିରୁଭାଲୁରରେ ଲକଡାଉନ ପାଇଁ ଫସି ରହିଥିବା ପ୍ରବାସୀ ଓଡିଆ ଶ୍ରମିକଙ୍କ ପାଖରେ ପହଞ୍ଚିଲା ଖାଦ୍ୟ ଓ ରାସନ ସାମଗ୍ରୀ।   କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ହସ୍ତକ୍ଷେପ ଯୋଗୁଁ ଏହା ସମ୍ଭବ ହୋଇପାରିଛି।

ପୂର୍ବରୁ ଫସିରହିଥିବା ପ୍ରବାସୀ ଓଡ଼ିଆଙ୍କ ସମ୍ପର୍କରେ ଓଟିଭିରେ ଖବର ପ୍ରସାରଣ ହୋଇଥିଲା। ଓଡ଼ିଆ ଶ୍ରମିକଙ୍କ ନିକଟରେ ଖାଦ୍ୟ ସାମଗ୍ରୀ ପହଞ୍ଚିବା ପରେ ଟ୍ୱିଟ୍ ଜରିଆରେ କେନ୍ଦ୍ରମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ବିଜେପି ନେତା ଭୃଗୁ ବକ୍ସିପାତ୍ର।

 

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like