ଖାତରୁ ଉଦ୍ଧାର ହେଲା ମା’ ଓ ଛୁଆ ହାତୀ

ସମ୍ବଲପୁର: ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ଯୁଯୁମୁରା ବ୍ଲକ୍‌ର ବସିଆପଡ଼ା ଜଙ୍ଗଲର ଏକ ଖାତରୁ ଦୁଇ ହାତୀଙ୍କୁ ବନ ବିଭାଗ ଉଦ୍ଧାର କରିଛି।

ପାଣି ପିଇବାକୁ ଯାଇଥିବା ଛୁଆ ହାତୀ ପ୍ରଥମେ ଖାତରେ ଖସି ପଡ଼ିଥିଲା। ଏହାପରେ ଛୁଆ ହାତୀକୁ ଉଦ୍ଧାର କରିବାକୁ ମାଆ ହାତୀ ଉଦ୍ୟମ କରିଥିଲା। ତେବେ ଛୁଆକୁ ଉଦ୍ଧାର କରିବା ବେଳେ ମାଆ ହାତୀ ବି ଖାତରେ ପଡ଼ି ଯାଇଥିଲା।

ଖବର ପାଇ ସମ୍ବଲପୁର ରେଞ୍ଜ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଭୟ ମାଆ ଓ ଛୁଆ ହାତୀକୁ ଉଦ୍ଧାର କରିଛନ୍ତି।

 

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like